ଭାଉଜକୁ ମାରି ଦେଲା ଦିଅର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 2, 2019

ଭାଉଜକୁ ମାରି ଦେଲା ଦିଅର

oldwoman

କୁଚିଣ୍ଡା(ଦେବେନ୍ଦ୍ର ବେହେରା): ସମ୍ୱଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ କିସାନପଡ଼ାରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ବ୍ୟକ୍ତି ତାଙ୍କ ଭାଉଜଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି।

ମୃତ ମହିଳାଙ୍କ ନାଁ ସୁକଦେଇ କିସାନ (୬୦)। ଅଭିଯୁକ୍ତ ନାଁ ରାମ କିସାନ।

ପାରିବାରିକ କଳହକୁ କେନ୍ଦ୍ର କରି ରାମ ତା’ ଭାଉଜଙ୍କୁ ହାଣି ଦେଇଥିବା କୁହାଯାଉଛି।

ପୁଲିସ୍‌ ଘଟଣାର ତଦନ୍ତ କରୁଛି। ଅଭିଯୁକ୍ତ ରାମ କିସାନକୁ ଥାନାରେ ଅଟକ ରଖାଯାଇ ପଚରାଉଚରା କରାଯାଉଛି।



from Odisha Reporter https://ift.tt/2SAcT3f

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages