ନିଆଁ ଲାଗି ୮ ବଖରା ଘର ପାଉଁଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 21, 2019

ନିଆଁ ଲାଗି ୮ ବଖରା ଘର ପାଉଁଶ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଥାନା ଅନ୍ତର୍ଗତ ଚାନ୍ଦପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ରବୀନ୍ଦ୍ର ପ୍ରଧାନ ଓ ସୁରେନ୍ଦ୍ର ପ୍ରଧାନଙ୍କ ୮ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି।

ଖବର ପାଇ ରଘୁନାଥପୁର ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି। ସର୍ଟସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

ଅଗ୍ନିକାଣ୍ଡରେ କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ସରକାରୀ ସହାୟତା ପ୍ରଦାନ ପାଇଁ ଦାବି ହୋଇଛି।



from Odisha Reporter https://ift.tt/2FtZZQU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages