ବଂଶଧାରା ନଦୀ ଜଳ ବିବାଦ ମାମଲାର ଶୁଣାଣି କରିଛନ୍ତି ଟ୍ରିବ୍ୟୁନାଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 5, 2019

ବଂଶଧାରା ନଦୀ ଜଳ ବିବାଦ ମାମଲାର ଶୁଣାଣି କରିଛନ୍ତି ଟ୍ରିବ୍ୟୁନାଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଂଶଧାରା ନଦୀ ଜଳ ବିବାଦ ମାମଲାର ଶୁଣାଣି କରିଛନ୍ତି ଟ୍ରିବ୍ୟୁନାଲ୍‌। ଶୁଣାଣି ବେଳେ ଉଭୟ ପକ୍ଷଙ୍କ ଓକିଲ ନିଜର ପକ୍ଷ ରଖିଛନ୍ତି। ଆଲୋଚନା ମାଧ୍ୟମରେ ମାମଲାର ସମାଧାନ ପାଇଁ ଟ୍ରିବ୍ୟୁନାଲ୍‌ ପ୍ରସ୍ତାବ ଦେଇଥିଲେ।

ଜାନୁଆରୀ ୨୮ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ବୈଷୟିକ ଟିମ୍‌ ମଧ୍ୟରେ ବୈଠକ ହୋଇଥିଲା। ଏଥିରେ ଜଳ ବଣ୍ଟନ ଓ ବିବାଦ ନେଇ ବିଭିନ୍ନ ଦିଗରେ ଆଲୋଚନା ହୋଇଥିଲା। ହେଲେ ସେଥିରେ କୌଣସି ନିଷ୍କର୍ଷ ବାହାରି ପାରିନଥିଲା ବୋଲି ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିବା ଆଇନ୍‌ଜୀବୀ ଓ୍ୱାଇ. ରାଜଗୋପାଳ ଟ୍ରିବ୍ୟୁନାଲଙ୍କୁ ଜଣାଇଛନ୍ତି। ତେବେ ଆସନ୍ତାକାଲି ପୁଣି ମାମଲାର ଶୁଣାଣି ହେବ।



from Odisha Reporter https://ift.tt/2H68unt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages