କେନାଲ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 10, 2019

କେନାଲ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

drown

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗାଁ ନିକଟସ୍ଥ ଡହ କେନାଲ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସୁଦାମ ପଲେଇ। ତାଙ୍କ ଘର ସାନକୋଦଣ୍ଡା ଗାଁରେ ବୋଲି ଜଣାପଡ଼ିଛି।

କେନାଲ୍‌କୁ ଗାଧେଇବାକୁ ଯାଇଥିବା ବେଳେ ଲୋକେ ମୃତଦେହକୁ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି।

ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ବେଳେ କୌଣସି କାରଣରୁ ସେ କେନାଲ୍‌ରେ ବୁଡ଼ି ଯାଇଥିବେ ବୋଲି ଅନୁମାନ କରାଯାଉଛି।



from Odisha Reporter https://ift.tt/2VPiF2G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages