ତୀର ମାଡ଼ରେ ଯୁବକ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 30, 2019

ତୀର ମାଡ଼ରେ ଯୁବକ ଆହତ

man1

ଆନନ୍ଦପୁର (ମୁନା ସିଂହ): ତୀର ମାଡ଼ରେ ଜଣେ ଯୁବକ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କ ନାଁ ମୁନା ବେହେରା।

ଗତକାଲି ବିଳମ୍ବିତ ରାତିରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅନ୍ତର୍ଗତ ଡୁଡୁଗାଁରେ ଏହି ଘଟଣା ଘଟିଛି।

ତୀରଟି ମୁନାଙ୍କ ପିଠିରେ ପଶିଯାଇଛି। ସେହି ଅବସ୍ଥାରେ ତାଙ୍କୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ମୁନାଙ୍କୁ କିଏ ଓ କାହିଁକି ତାଙ୍କୁ ତୀର ମାରିଲା, ତାହା ଜଣାପଡ଼ିନି।



from Odisha Reporter https://ift.tt/2JP4Hg7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages