ମଦ ଦୋକାନ କର୍ମଚାରୀଙ୍କୁ ଛୁରା ମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 3, 2019

ମଦ ଦୋକାନ କର୍ମଚାରୀଙ୍କୁ ଛୁରା ମାଡ଼

ବିନିକା (ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ନୂଆବଜାରରେ ଥିବା ବିଦେଶୀ ମଦ ଦୋକାନର କର୍ମଚାରୀ ମୁକେଶ କୁମାରଙ୍କୁ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛନ୍ତି। ଦୁର୍ବୃତ୍ତ ତାଙ୍କୁ ଛୁରାମାଡ଼ କରିବା ପରେ ଫେରାର ହୋଇଯାଇଛି।

ଅଭଯିଗ ଅନୁସାରେ, କିଛି ଯୁବକ ମଦ କିଣିବାକୁ ଦୋକାନକୁ ଆସିଥିଲେ। ହେଲେ କୌଣସି କାରଣରୁ ମୁକେଶଙ୍କ ସହ ସେମାନଙ୍କର ଝଗଡ଼ା ହୋଇଥିଲା। ଏହାର କିଛି ସମୟ ପରେ ମୁକେଶ ଦୋକାନରୁ ବାହାରକୁ ଆସୁଥିବା ବେଳେ ତାଙ୍କୁ ଆକ୍ରମଣ କରାଯାଇଥିଲା।

ଗୁରୁତର ଅବସ୍ଥାରେ ମୁକେଶଙ୍କୁ ବିନିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।



from Odisha Reporter https://ift.tt/2Ujso1c

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages