ଖସିଲା ସୁନା-ରୁପା ଦର, ଜାଣନ୍ତୁ କେତେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 7, 2019

ଖସିଲା ସୁନା-ରୁପା ଦର, ଜାଣନ୍ତୁ କେତେ

ନୂଆଦିଲ୍ଲୀ: ଗହଣା ପ୍ରେମୀଙ୍କୁ ଖୁସି କଲା ଭଳି ଖବର। ରାଜଧାନୀ ଦିଲ୍ଲୀରେ ଗୁରୁବାର ୧୦ ଗ୍ରାମ ସୁନାର ମୂଲ୍ୟ ୩୬୦ ଟଙ୍କା ହ୍ରାସ ପାଇଛି। ଫଳରେ ଏବେ ଏହାର ସଦ୍ୟତମ ମୂଲ୍ୟ ୩୩,୦୭୦ ଟଙ୍କା ରହିଛି। ଅନ୍ତର୍ଜାତୀୟ ବଜାରରେ ମାନ୍ଦାବସ୍ଥା ଏବଂ ଘରୋଇ ବଜାରରେ ଗ୍ରାହକଙ୍କ ଚାହିଦା ହ୍ରାସ ହେତୁ ଦର ଦାମ୍ ହ୍ରାସ ପାଇଛି।

ସୁନାଦର ହ୍ରାସ ହେବା ସହିତ ରୁପାର କେଜି ପ୍ରତି ଦର ମଧ୍ୟ ୫୨୦ ଟଙ୍କା ହ୍ରାସ ପାଇଛି। ଫଳରେ ଏବେ ଏହା ୩୮,୯୮୦ ଟଙ୍କାକୁ ଖସି ଆସିଛି।

ସୂଚନା ଅନୁସାରେ, ଦିଲ୍ଲୀରେ ୨୪ କ୍ୟାରେଟ୍‌ ସୁନାର ମୂଲ୍ୟ ୩୩,୦୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୩୨,୯୦୦ ଟଙ୍କା ରହିଛି।



from Odisha Reporter https://ift.tt/2NLQMWA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages