ଶନି ମନ୍ଦିରରୁ ଚୋରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ଶନି ମନ୍ଦିରରୁ ଚୋରି

shanitemple

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଥାନା ଦହିସଡ଼ା ଗାଁରେ ଥିବା ଶନି ମନ୍ଦିରରୁ ଗତକାଲି ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ଗ୍ରୀଲ୍ ଭାଙ୍ଗି ଭିତରେ ପଶିଥିଲେ। ସେମାନେ ଠାକୁରଙ୍କ ରୁପା ଅଳଙ୍କାର ସମେତ ବାସନକୁସମନ ନେଇ ଯାଇଥିବା ଜଣାପଡ଼ିଛି। ଏହା ସହିତ ସେଠାରେ ଥିବା ହନୁମାନ ମନ୍ଦିରର ହୁଣ୍ଡି ଭାଙ୍ଗି ଟଙ୍କା ନେଇଯାଇଛନ୍ତି। ସୋର ପୁଲିସ୍ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2FsWMQx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages