ହୋଲି ଖେଳ ପରେ କାଠଯୋଡ଼ିରେ ବୁଡ଼ି ଗଲେ ଛାତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 22, 2019

ହୋଲି ଖେଳ ପରେ କାଠଯୋଡ଼ିରେ ବୁଡ଼ି ଗଲେ ଛାତ୍ର

dead

କଟକ (ଓଡ଼ିଶା ରିପୋର୍ଟର): ହୋଲି ଖେଳିସାରି ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଯାଇ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। କଟକ ଜିଲ୍ଲା ଗୋପାଳପୁରରେ ଏହି ଘଟଣା ଘଟିଛି।
ମୃତ ଛାତ୍ରଙ୍କ ନାଁ ସତୀଶ ସାହୁ (୧୫)। ସେ ଏଥର ମ୍ୟାଟ୍ରିକ୍ ପରୀକ୍ଷା ଦେଇଥିଲେ।

ସତୀଶଙ୍କ ଘର ଗୋପାଳପୁର ଅଞ୍ଚଳରେ। ସେ ହୋଲି ଖେଳି ସାରିବା ପରେ କାଠଯୋଡ଼ିକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ବୁଡ଼ି ଯିବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।



from Odisha Reporter https://ift.tt/2unUbSM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages