
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ରାଜ୍ୟ ଉପସଭାପତି ପୀତାମ୍ବର ଆଚାର୍ଯ୍ୟ ହିଞ୍ଜିଳିରୁ ବିଜେପି ପ୍ରାର୍ଥୀ ହେବେ। ଆଜି ପୀତାମ୍ବରଙ୍କ ପ୍ରାର୍ଥିତ୍ୱ ନେଇ ବିଜେପି ପକ୍ଷରୁ ଘୋଷଣା କରାଯାଇଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ପୀତାମ୍ବର ପ୍ରାର୍ଥୀ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନୀ ମଣ୍ଡଳୀ ପାଇଁ ନବୀନ ପ୍ରାର୍ଥିପତ୍ର ଦାଖଲ କରିସାରିଥିବା ବେଳେ ପୀତାମ୍ବର ଖୁବ୍ ଶୀଘ୍ର ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡ଼ିଛି।
from Odisha Reporter https://ift.tt/2TW8kWn
No comments:
Post a Comment