ବିଜେପିରେ ମିଶିବେ ଖାରବେଳ ସ୍ୱାଇଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ବିଜେପିରେ ମିଶିବେ ଖାରବେଳ ସ୍ୱାଇଁ

ଭୁବନେଶ୍ୱର ଓଡ଼ିଶା ରିପୋର୍ଟର): ଆଜି ବିଜେପିରେ ମିଶିବେ ଉତ୍କଳ ଭାରତ ସଭାପତି ଖାରବେଳ ସ୍ୱାଇଁ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସେ ବିଜେପିରେ ସାମିଲ ହେବେ।

ଗତକାଲି ପୂର୍ବତନ ପୁଲିସ ଡିଜି ପ୍ରକାଶ ମିଶ୍ର, ଜଳେଶ୍ୱରର ପୂର୍ବତନ ବିଧାୟକ ଦେବୀ ପ୍ରସନ୍ନ ଚାନ୍ଦ ସମେତ ଶତାଧିକ ନେତା ଓ କର୍ମୀ ବିଜେପିରେ ମିଶିଥିଲେ।
ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ,ଡାକ୍ତର ଦାମୋଦର ରାଉତ ଓ ଅନ୍ୟମାନଙ୍କ ଉପସ୍ଥିତିରେ ଏହି ନେତା ଓ କର୍ମୀମାନେ ବିଜେପିରେ ସାମିଲ ହୋଇଥିଲେ।

ଏହା ପୂର୍ବରୁ ଡାକ୍ତର ଦାମୋଦର ରାଉତ, ବୈଜୟନ୍ତ ପଣ୍ଡା ଓ ପ୍ରକାଶ ବେହେରା ମଧ୍ୟ ବିଜେପିରେ ମିଶିଥିଲେ।



from Odisha Reporter https://ift.tt/2JCz1L4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages