୪ ଅପରାଧୀ ଗିରଫ, ୪ ବନ୍ଧୁକ ଜବତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 31, 2019

୪ ଅପରାଧୀ ଗିରଫ, ୪ ବନ୍ଧୁକ ଜବତ

gun

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ବଘିଆପଡ଼ା ନିକଟସ୍ଥ ଜଙ୍ଗଲରୁ ପୁଲିସ୍‌ ୪ଜଣ ଅପରାଧୀଙ୍କୁ ଗିରଫ କରିଛି। ସେମାନଙ୍କ ପାଖରୁ ୪ଟି ଦେଶୀ ବନ୍ଧୁକ ଜବତ କରାଯାଇଛି।

ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ପୁଲିସ୍‌ ପାଟ୍ରୋଲିଂ କରୁଥିବା ସମୟରେ ନିକଟସ୍ଥ ଜଙ୍ଗଲର କିଛି ଅପରାଧୀ ହିଂସାକାଣ୍ଡ ଘଟାଇବା ନିମନ୍ତେ ଯୋଜନା କରୁଥିବା ନେଇ କୌଣସି ସୂତ୍ରରୁ ଖବର ପାଇଥିଲା। ଏହା ପରେ ପାଟ୍ରୋଲିଂ ଟିମ୍ ସେଠାରେ ଚଢ଼ାଉ କରିଥିଲା ଓ ୪ ଜଣ ଅପରାଧୀଙ୍କୁ ଗିରଫ କରିବାରେ ସଫଳ ହୋଇଥିଲା।

ଗିରଫ ଅପରାଧୀଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏମାନଙ୍କ ନାଁରେ ପୂର୍ବରୁ ବି ମାମଲା ରହିଛି।



from Odisha Reporter https://ift.tt/2FLxLRZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages