ନିର୍ବାଚନ ସୁରକ୍ଷା ସମ୍ପର୍କିତ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 28, 2019

ନିର୍ବାଚନ ସୁରକ୍ଷା ସମ୍ପର୍କିତ ବୈଠକ

ସମ୍ବଲପୁର: ସମ୍ବଲପୁରରେ ନିର୍ବାଚନ ସୁରକ୍ଷା ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଛି। ପୁଲିସ୍‌ ଡିଜିପି ଆର.ପି.ଶର୍ମାଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ, ଏଡିଜି ଅପରେସନ, ଏଡିଜି ଆଇନଶୃଙ୍ଖଳା ଓ ଉତ୍ତରାଞ୍ଚଳ ପୁଲିସ ରେଞ୍ଜ ଅନ୍ତର୍ଗତ ୫ଟି ଜିଲ୍ଲାର ଏସ୍‌ପି ଉପସ୍ଥିତ ଥିଲେ। ଏଥିସହ CRPF ଆଇଜି, ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।



from Odisha Reporter https://ift.tt/2UWQNJX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages