୧୩ ମାର୍ଚ୍ଚ, ବୁଧବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 12, 2019

୧୩ ମାର୍ଚ୍ଚ, ବୁଧବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ କରିବେ।

ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କୁ ସମ୍ମାନ କରନ୍ତୁ। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି।

ମିଥୁନ: ବ୍ୟବସାୟରେ ଆଶାମୁତାବାକ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ବିବାହ ସ୍ଥିର ହୋଇପାରେ

କର୍କଟ: ଧନପ୍ରାପ୍ତିର ଯୋଗ ରହିଛି। ବାପାଙ୍କ ସହ ବୁଲିବାକୁ ଯାଇପାରନ୍ତି। ପଦୋନ୍ନତିର ଯୋଗ ରହିଛ ।

ସିଂହ: ଦାୟିତ୍ୱ ବଢ଼ିପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଳସୁଆ ଅନୁଭବ କରିବେ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ଅଫିସରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ।

ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ସହକର୍ମୀଙ୍କ ସହଯୋଗ ମିଳିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ। ଶତ୍ରୁଙ୍କଠାରୁ ବିଜୟୀ ହେବେ।

କୁମ୍ଭ: ଉପହାର ପାଇପାରନ୍ତି। ଘରପାଇଁ ନୂତନ ଜିନିଷ କିଣିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ।

ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଈଶ୍ୱରଙ୍କୁ ଆରାଧଡ଼ା କରନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବ।

 

 



from Odisha Reporter https://ift.tt/2u7lAYI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages