
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ରକ୍ତାକ୍ତ ମୃତଦେହ ବରମୁଣ୍ଡା ବସ୍ଷ୍ଟାଣ୍ଡ ନିକଟରେ ପଡ଼ିଥିଲା। କମିଶନରେଟ୍ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ନାବାଳିକା ଜଣକ ଏକ ହୋଟେଲ୍ କାମ କରନ୍ତି। ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି।
from Odisha Reporter https://ift.tt/2Tw5DKk
No comments:
Post a Comment