ବିଜେଡିର ୪ ବିଧାୟକଙ୍କ ଟିକେଟ୍‌ କଟିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ବିଜେଡିର ୪ ବିଧାୟକଙ୍କ ଟିକେଟ୍‌ କଟିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଧାନସଭା ନିର୍ବାଚନ ପାଇଁ  ବିଜେଡି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କିନ୍ତୁ ବିଜେଡିର ଏହି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣାରେ ୪ ଜଣ ବିଧାୟକଙ୍କ ଟିକେଟ୍‌ କଟିଛି। ପଟାଙ୍ଗୀ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ଲାଞ୍ଜିଗଡ଼ ବିଧାୟକ ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ ମାନସ ମାଡ଼କାମୀ, ଓ ଲୋଇସିଂହା ବିଧାୟକ ଯୋଗେନ୍ଦ୍ର ବେହେରାଙ୍କ ଟିକେଟ୍‌ କଟିଛି।



from Odisha Reporter https://ift.tt/2OmAuE2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages