ହୋଲି ଖେଳରେ ଅଘଟଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 22, 2019

ହୋଲି ଖେଳରେ ଅଘଟଣ

ଟିଟିଲାଗଡ଼( ମାନସ ମହାନ୍ତି) : ହୋଲି ଖେଳା ସାରି ସାଙ୍ଗ ମାନଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ତେଲ ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ। ମୃତକ ଜଣକ ହେଲେ ବଲାଙ୍ଗିର ଜିଲ୍ଲା ଗୁରଜିଭଟା ଗାଁର ଆଶୁତୋଷ ବିଶି।

ବେଲଗାଁ ତେଲ ନଦୀରେ ଗାଧୋଇବା ବେଳେ ଗୋଡ଼ ଖସିଯିବାରୁ ବୁଡ଼ି ଯାଇଥିଲେ ଆଶୁତୋଷ। ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ଉଦ୍ଧାର କରି ମେଡିକାଲ ଆଣିଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ଘଟଣାପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।



from Odisha Reporter https://ift.tt/2JyNXd3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages