ଓଡ଼ିଶାରେ ରେଳ ଟିକେଟ‌୍‍କୁ ଓଡ଼ିଆରେ ଛାପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 8, 2019

ଓଡ଼ିଶାରେ ରେଳ ଟିକେଟ‌୍‍କୁ ଓଡ଼ିଆରେ ଛାପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ଭାଷକୁ ଗୁରୁତ୍ୱ ଦେବାକୁ ସରକାର ପଦକ୍ଷେପ ନେଉଛନ୍ତି। ରାଜ୍ୟ ସରକାର ଓଡ଼ିଆରେ ସମସ୍ତ ସରକାରୀ କାର୍ଯ୍ୟ ସମ୍ପାଦନ ପାଇଁ ଚିନ୍ତା କରୁଥିବା ବେଳେ କେନ୍ଦ୍ର ମଧ୍ୟ ପ୍ରାଦେଶିକ ଭାଷାକୁ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି କଥା ଉଠିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରେ ରେଳ ଟିକେଟ୍‌ ଓଡ଼ିଆରେ ଛାପିବା ପାଇଁ ଗୁରୁତ୍ୱାରୋପ କରିଛନ୍ତି।

କେନ୍ଦ୍ର ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ ପତ୍ର ଲେଖି ଏଭଳି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରଧାନ। ରେଳ ଟିକେଟ୍‌ ଓଡିଆରେ ଉପଲବ୍ଧ ହେଲେ ଓଡିଶାବାସୀ ଲାଭବାନ ହେବେ। ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାରେ ରେଳଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ବିଭାଗ ତରଫରୁ ଅନେକ ବ୍ୟବସ୍ଥା କରାଯାଇଛି। ଏଣୁ ଓଡ଼ିଆରେ ଟିକେଟ ମିଳିଲେ ଯାତ୍ରୀଙ୍କ ପାଇଁ ସୁବିଧା ହେବ।



from Odisha Reporter https://ift.tt/2H7Za22

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages