୬ ମାର୍ଚ୍ଚ, ବୁଧବାର: ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 5, 2019

୬ ମାର୍ଚ୍ଚ, ବୁଧବାର: ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ

:

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଗହଣା କିଣିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ।

ମିଥୁନ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତଭେଦ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଜଳାଶୟଠାରୁ ଦୁରେଇ ରୁହନ୍ତୁ।

କର୍କଟ: ଆଜି କୌ଼ଣସି କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: କୌଣସି କଥାକୁ ନେଇ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ମତଭେଦ ହୋଇପାରେ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା‘ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ନୂଆ ପୋଷାକ କିଣିପାରନ୍ତି।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ପୁରୁଣା ବନ୍ଧୁଙ୍କ ସହ ଦେଖାହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ।

ମକର: ଛାତ୍ରଛାତ୍ରୀମାନଙ୍କୁ ପାଠପଢ଼ାରେ ସଫଳତା ମିଳିବ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି ସାହିତ୍ୟ ଓ କଳାପ୍ରତି ରୁଚି ବଢ଼ିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିବେ।

ମୀନ: ଆଜି କୌଣସି ସ୍ଥାନରେ ଟଙ୍କା ପଇସା ଲଗାନ୍ତୁ ନାହିଁ। ଚାକିରିକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ହନୁମାନଙ୍କୁ ପୂଜା କରନ୍ତୁ।



from Odisha Reporter https://ift.tt/2NKDlGv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages