ଡିଜେ ଗାଡ଼ି ଓଲଟି ଜଣେ ମୃତ, ୫ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 14, 2019

ଡିଜେ ଗାଡ଼ି ଓଲଟି ଜଣେ ମୃତ, ୫ ଆହତ

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଳକ୍‌ ଅନ୍ତର୍ଗତ ଚାରିଛକ-କୁଶଙ୍ଗ ରାସ୍ତାରେ ଡିଜେ ଗାଡ଼ି ଓଲଟି ଜଣଙ୍କର ମୃତ୍ୟୁ ଘଟିବା ସହ ୫ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ନାଁ ସୁନୀଲ ମଲ୍ଲିକ। ତାଙ୍କ ଘର ଉପରକଟା ଗାଁରେ।

ଆହତମାନେ ହେଲେ ତିଳେଶ୍ୱର ଗାଁର ରାଜା ଝଙ୍କାର, ମାଜେଶ ବେହେରା, କରଞ୍ଜକଟା ଗାଁର ଅତିରାତ୍ର ପ୍ରଧାନ ଓ ଉପରକଟା ଗାଁର ସୁନୀଲ ହଂସ। ଆହତଙ୍କୁ ପ୍ରଥମେ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ବୁର୍ଲା ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ଆଜି ଭୋର ୪ଟାରୁ ୫ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁରୁଣାକଟକ ପୁଲିସ୍‌ ପହଞ୍ଚି ତଦନ୍ତ ଚଳାଇଛି।



from Odisha Reporter https://ift.tt/2T4yWPH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages