ରାହୁଲଙ୍କ ଫୋକସ୍‌ରେ ଓଡ଼ିଶା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 14, 2019

ରାହୁଲଙ୍କ ଫୋକସ୍‌ରେ ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଆସନ୍ତାକାଲି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି। ବରଗଡ଼ ନିକଟ ସରସରା ଗାଁରେ ଆୟୋଜିତ ଏକ ସମାବେଶ ରାହୁଲ ଯୋଗଦେବେ।

ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାହୁଲଙ୍କ ଗସ୍ତ ନେଇ ଛତିଶଗଡ଼ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ଓଡ଼ିଶା ପ୍ରଭାରୀ ଟି.ଏସ୍.ସିଂଦେଓ ସମାବେଶ ସ୍ଥଳକୁ ଯାଇ ପ୍ରସ୍ତୁତିର ତଦାରଖ କରିଛନ୍ତି।

ଏସ୍‌ପିଜି ମଧ୍ୟ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ସମାବେଶରେ ୫୦ ହଜାରରୁ ଅଧିକ ଲୋକ ଯୋଗ ଦେବେ ବୋଲି କଂଗ୍ରେସ ତରଫରୁ ଆକଳନ କରାଯାଇଛି।

ସୂଚନାଥାଉ କି, ଏହା ପୂର୍ବରୁ ରାହୁଲ ଗାନ୍ଧି ଚଳିତ ବର୍ଷ ୪ଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମାର୍ଚ୍ଚ ୮ ରେ ଜୟପୁରରେ ଆୟୋଜିତ ସଭାରେ ସେ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ।



from Odisha Reporter https://ift.tt/2HxYxOM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages