ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 24, 2019

ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ମ୍ୟାଟ୍ରିକ ଖାତା ଦେଖା ପ୍ରକ୍ରିୟା ଆରମ୍ଭ ହେବ। ପରୀକ୍ଷା ଖାତା ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ମୋଟ୍‌ ୬୦ଟି କେନ୍ଦ୍ର ଖୋଲାଯାଇଛି। ଏଥର ୧୬ହଜାର ୩୦ ଜଣ ଶିକ୍ଷକ ମୂଲ୍ୟାୟନ ପ୍ରକ୍ରିୟାରେ ସାମିଲ ହେବେ।

ମୂଲ୍ୟାୟନ ପ୍ରକ୍ରିୟା ଏପ୍ରିଲ ୫ ତାରିଖରେ ଶେଷ ହେବ। ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ ମୂଲ୍ୟାୟନ ଉପରେ ବିଶେଷ ଗୁରୁତ୍ୱ ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ।

 



from Odisha Reporter https://ift.tt/2URM8ZS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages