ଘାଟିରେ ଓଲଟି ପଡ଼ିଲା ମିନି ଟ୍ରକ୍‌; ୧୦ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 28, 2019

ଘାଟିରେ ଓଲଟି ପଡ଼ିଲା ମିନି ଟ୍ରକ୍‌; ୧୦ ଆହତ

truck1

ପାରଳାଖେମୁଣ୍ଡି (ଆଦର୍ଶ ଦାସ): ଗଜପତି ଜିଲ୍ଲା ଗୁମ୍ମା ବ୍ଲକ୍ ଅନ୍ତର୍ଗତ କୋଣ୍ଡାପାରସମ୍ବା ଘାଟିରେ ଏକ ୪୦୭ ଓଲଟି ପଡ଼ିବାରୁ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
truck2ଆଜି ସକାଳେ ମିନି ଟ୍ରକ୍‌ଟି ବାହାଘର ସାମଗ୍ରୀ ନେଇ ଖଜୁରୀପଡ଼ା ଯାଉଥିବା ବେଳେ ଏକ ବୁଲାଣିରେ ନିୟନ୍ତ୍ରଣ ହରାଇ ଓଲଟି ପଡ଼ିଥିଲା। ଏଥିରେ ୧୫ରୁ ଅଧିକ ଲୋକ ବସିଥିଲେ ବୋଲି ଜଣାପଡ଼ିଛି।



from Odisha Reporter https://ift.tt/2FCZ4N3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages