ବିଜେଡି ସଭା ନିକଟରେ ଅବତରଣ କଲା ବିଜେପି ନେତାଙ୍କ ହେଲିକପ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 11, 2019

ବିଜେଡି ସଭା ନିକଟରେ ଅବତରଣ କଲା ବିଜେପି ନେତାଙ୍କ ହେଲିକପ୍ଟର

କୁଚିଣ୍ଡା(ଦେବେନ୍ଦ୍ର ବେହେରା):ବିଜେଡି ସଭା ନିକଟରେ ଓହ୍ଲାଇଲା ବିଜେପି ନେତାଙ୍କ ହେଲିକପ୍ଟର। ଗତକାଲି ସମ୍ବଲପୁର କୁଚିଣ୍ଡା ନିର୍ବାଚନମଣ୍ଡଳୀର ମନାପାଲିଠାରେ ବିଜେପିର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ଏଠାରେ ଦଳର ଷ୍ଟାର ପ୍ରଚାରକ ଭାବେ ଲେଖାଶ୍ରୀ ସାମନ୍ତସିଂହାର ଓ ଶ୍ରୀତମ ଦାସ ଯୋଗ ଦେବାର ଥିଲା ।

ତେବେ ଏମାନେ ଆସୁଥିବା ହେଲିକପ୍ଟରର ପାଇଲଟ୍ ଦିଗ ନିର୍ଣ୍ଣୟ କରି ନ ପାରିବାରୁ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ପରେ ପାଇଲଟ ହେଲିକପ୍ଟରକୁ ତୁରନ୍ତ ଅବତରଣ ପାଇଁ ପ୍ରଶାସନକୁ ଅନୁମତି ମାଗିଥିଲେ।

ପ୍ରଶାସନ ବିଜେଡି ପକ୍ଷରୁ ଚାଲିଥିବା ଏକ ସଭା ନିକଟ ପଡ଼ିଆରେ ହେଲିକପ୍ଟରକୁ ଅବତରଣ ପାଇଁ ଅନୁମତି ଦେଇଥିଲା।



from Odisha Reporter http://bit.ly/2GhywSL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages