୪୦ ଡିଗ୍ରୀ ଉପରେ ୯ ସହର; ତାଳଚେର ଓ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 13, 2019

୪୦ ଡିଗ୍ରୀ ଉପରେ ୯ ସହର; ତାଳଚେର ଓ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

tempt

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଢ଼ିଗଲାଣି ତାତି। ଆଜି ୯ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ସବୁଠୁ ଅଧିକ ତାତି ଅନୁଭୂତ ହୋଇଥିଲା ତାଳଚେର ଓ ଟିଟିଲାଗଡ଼ରେ। ଏହି ଦୁଇ ସହରର ତାପମାତ୍ରା ୪୩ ଡିଗ୍ରୀ ରହିଥିଲା।

ସେହିପରି ଅନୁଗୋଳରେ ତାପମାତ୍ରା ୪୩.୧ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭବାନୀପାଟଣାରେ ୪୨.୫, ବଲାଙ୍ଗିରରେ ୪୨, ଝାରସୁଗୁଡ଼ାରେ ୪୦.୯, ସୋନପୁରରେ ୪୦.୮ ଓ ସମ୍ବଲପୁରରେ ୪୦.୧ ଡିଗ୍ରୀ ରହିଥିଲା।

ସୁନ୍ଦରଗଡ଼ରେ ପାରଦ ୪୦ ଡିଗ୍ରୀ ଛୁଇଁଥିବା ବେଳେ ଭୁବନେଶ୍ୱରରେ ୩୯.୫ ଓ କଟକରେ ୩୮.୬ ଡିଗ୍ରୀ ରେକର୍ଡ କରାଯାଇଥିଲା।



from Odisha Reporter http://bit.ly/2UzgoN5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages