୨୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, April 22, 2019

୨୬ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି

Rahul

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସଭାପତି ରାହୁଲ ଗାନ୍ଧି। ଏହି ଅବସରରେ ସେ ବାଲେଶ୍ୱରରେ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଜଗତସିଂହପୁରରେ ମଧ୍ୟ ସଭା କରିପାରନ୍ତି ରାହୁଲ। କଂଗ୍ରେସ ସଭାପତିଙ୍କ ଓଡ଼ିଶା ଗସ୍ତ ନେଇ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ମାନସ ଚୌଧୁରୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ମାର୍ଚ୍ଚ ୧୫ ତାରିଖରେ ରାହୁଲ ଗାନ୍ଧି ଓଡ଼ିଶା ଆସିଥିଲେ।  ବରଗଡ଼ରେ ନିର୍ବାଚନୀ ସଭାରେ ସେ ଯୋଗ ଦେଇଥିଲେ। କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷଥିଲେ ରାହୁଲ।

ଅଧିକ ପଢ଼ନ୍ତୁ-ନବୀନ ଓ ମୋଦିଙ୍କ ଉପରେ ବର୍ଷିଲେ ରାହୁଲ



from Odisha Reporter http://bit.ly/2IvHrTf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages