ପ୍ରାର୍ଥିପତ୍ର ଦାଖଲ କଲେ କହ୍ନୈୟା କୁମାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 9, 2019

ପ୍ରାର୍ଥିପତ୍ର ଦାଖଲ କଲେ କହ୍ନୈୟା କୁମାର

ବେଗୁସରାଇ: ବିହାରର ବେଗୁସରାଇରୁ ସିପିଆଇ ଟିକେଟ୍‌ରେ ଲୋକସଭା ନିର୍ବାଚନ ଲଢ଼ୁଥିବା ଜେଏନ୍‌ୟୁର ପୂର୍ବତନ ଛାତ୍ର ସଂସଦ ସଭାପତି କହ୍ନୈୟା କୁମାର ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କହ୍ନୈୟା ପ୍ରାର୍ଥିପତ୍ର ଦାଖଲ କରିବା ପୂର୍ବରୁ ସେ ୨ କିମି ରାସ୍ତା ଚାଲିଚାଲି ଶୋଭାଯାତ୍ରା କରିଥିଲେ। ଏହି ସମୟରେ ତାଙ୍କ ସହ ଶହଶହ ଲୋକ ସାଇକେଲ୍‌ ଏବଂ ବାଇକ୍‌ରେ ଯାଇଥିଲେ। କହ୍ନୈୟା କୁମାର ଜେଏନ୍‌ୟୁ ଛାତ୍ର ସଂସଦ ସଭାପତି ଥିବା ବେଳେ ଦେଶ ବିରୋଧୀ ନାରା ଦେଇଥିବା ଅଭିଯୋଗ ହୋଇଥିଲା।

ଉଲ୍ଲେଖଯୋଗ୍ୟ, ପ୍ରଥମଥର ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କହ୍ନୈୟା କୁମାରଙ୍କ ଲଢ଼େଇ ବିଜେପିର ବରିଷ୍ଠ ନେତା ଗିରିରାଜ ସିଂହଙ୍କ ସହ ହେବ।



from Odisha Reporter http://bit.ly/2UDxuJ3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages