ପଦ୍ମ ଧରିଲେ ବିଜେଡି ନେତା ରବି ପାଣି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 9, 2019

ପଦ୍ମ ଧରିଲେ ବିଜେଡି ନେତା ରବି ପାଣି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ବିଧାୟକ ତଥା ପୂର୍ବତନ ସରକାରୀ ଦଳ ମୁଖ୍ୟ ସଚେତକ ରବି ପାଣି ଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ବିଜେପିର ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେ ଦଳରେ ଯୋଗ ଦେଇଛନ୍ତି। ରବିଙ୍କ ସହ ତାଙ୍କର ବହୁ ସମର୍ଥକ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଟିକେଟ ବଣ୍ଟନକୁ ନେଇ ରବି ଅସନ୍ତୁଷ୍ଟ ଥିଲେ।

ରବି ପାଣି ଗତ ୪ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ। ସେ ୨୦୦୯ରୁ ୨୦୧୪ ଯାଏ ପାଲଲହଡ଼ାରୁ ବିଜେଡିର ବିଧାୟକ ଥିଲେ। ପୂର୍ବରୁ ସେ ୧୯୮୯ରୁ ୯୧ ଯାଏ ଜନତା ଦଳରୁ ଦେବଗଡ଼ର ବିଧାୟକ ହୋଇଥିଲେ।



from Odisha Reporter http://bit.ly/2KiFJpF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages