ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଲୋକସଭା ଆସନରେ ମତଦାନ ହେବ। ଏଥିରେ ଗୁଜରାଟର ସମସ୍ତ ୨୬ଟି ଆସନ, କେରଳର ୨୦ଟି, ମହାରାଷ୍ଟ୍ର ଓ କର୍ଣ୍ଣାଟକର ୧୪ଟି ଲେଖାଏଁ, ୟୁପିର ୧୦ଟି, ଛତିଶଗଡ଼ର ୭ଟି, ଓଡ଼ିଶାର ୬ଟି, ବିହାର ଓ ପଶ୍ଚିମବଙ୍ଗର ୫ଟି ଏବଂ ଆସାମର ୪ଟି ଆସନ ରହିଛି।

ଏହି ପର୍ଯ୍ୟାୟରେ ମୋଟ ୧ ହଜାର ୬୧୨ ପ୍ରାର୍ଥୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୫୭୦ ଜଣଙ୍କ ନାଁରେ ଅପରାଧିକ ମାମଲା ଅଛି। ତୃତୀୟ ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକସଭା ଆସନ ଏବଂ ଏହି ଆସନଗୁଡ଼ିକରେ ଆସୁଥିବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ ହେବ।

ସେହି ଆସନ ଗୁଡ଼ିକ ହେଲା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, ପୁରୀ, କଟକ ଓ ଭୁବନେଶ୍ୱର। ଏହା ସହିତ ୪୨ଟି ବିଧାନସଭା ଆସନରେ ହେବ ମତଦାନ।



from Odisha Reporter http://bit.ly/2Xwo9jW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages