ଯୁବକଙ୍କୁ ପଥରରେ ଛେଚି ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

ଯୁବକଙ୍କୁ ପଥରରେ ଛେଚି ହତ୍ୟା

ବୌଦ୍ଧ(ଭାର୍ଜନ ପ୍ରଧାନ): ବୌଦ୍ଧ ସଦର ଥାନା ଅନ୍ତର୍ଗତ ବଡବାଗବର ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ରାଜେଶ ଜେନା।

ସୂଚନା ଅନୁସାରେ, ରାଜେଶ ଆଜି ସକାଳେ ଘରକୁ ଫେରୁଥିବା ବେଳେ ତାଙ୍କୁ ପଥରରେ ଆକ୍ରମଣ କରାଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବୌଦ୍ଧ ପୁଲିସ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2IyIm5j

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages