ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 7, 2019

ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ

puri1

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗୁପ୍ତ ନୀତି ଖସାପଡ଼ା ଅନୁଷ୍ଠିତ ହେବ। ଏଥିପାଇଁ ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।  ଅପରାହ୍ଣ ୪ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଭକ୍ତମାନେ ମନ୍ଦିର ପରିସରରେ ଅନ୍ୟ ସମସ୍ତ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।



from Odisha Reporter http://bit.ly/2G6tbhe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages