ବିଜେଡି କର୍ମୀଙ୍କୁ ଭୁଜାଲି ମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 19, 2019

ବିଜେଡି କର୍ମୀଙ୍କୁ ଭୁଜାଲି ମାଡ଼

attack

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଳକ୍‌ ଉପରଆଡ଼ିଆ ଗାଁରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଦଳୀୟ ପୋଷ୍ଟର ନେଇ ଆସୁଥିବା ବେଳେ ଜଣେ ବିଜେଡି କର୍ମୀଙ୍କୁ ଭୁଜାଲିରେ ଆକ୍ରମଣ ହୋଇଛି। ତାଙ୍କ ନାଁ ପ୍ରଶାନ୍ତ ବାରିକ।

ତାଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଆକ୍ରମଣ କରିଥିବା ଯୁବକ ବିରୋଧୀ ଦଳର ହୋଇଥିବା ଅଭିଯୋଗ ହୋଇଛି। ସୋର ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2XqjhNh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages