ଓଲଟି ପଡ଼ିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 30, 2019

ଓଲଟି ପଡ଼ିଲା ବସ୍‌

bus1

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ କଣ୍ଡରା ନିକଟରେ ଆଜି ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଏଥିରେ ୧୧ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି।

ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ବାସୁଦେବପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।

bus2‘ରଥଯାତ୍ରା’ ନାମକ ଏହି ବସ୍‌ଟି ବଡ଼ବିଲରୁ କେନ୍ଦୁଝର ଆସୁଥିଲା। ତେବେ କଣ୍ଡରା ନିକଟରେ ଭାରସାମ୍ୟ ହରାଇ ବସ୍‌ଟି ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।



from Odisha Reporter http://bit.ly/2DRM7Pp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages