୨୦ ଏପ୍ରିଲ, ଶନିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 19, 2019

୨୦ ଏପ୍ରିଲ, ଶନିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

astro

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତାଇବେ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ଦିନଟି ଭଲରେ କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମାନସିକ ଅଶାନ୍ତିରେ ରହିପାରନ୍ତି।

ମିଥୁନ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବିଚ୍ଛା:  ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ନୂଆ ପୋଷାକ କିଣିପାରନ୍ତି।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମୀନ: ଋଣ ଦିଅନ୍ତୁ ନାହିଁ।  କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭଗବାନ ହନୁମାନଙ୍କୁ ପୂଜା କରନ୍ତୁ।

 

 



from Odisha Reporter http://bit.ly/2VXols3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages