ବାଇକ୍‌ ଡିକିରୁ ୧୪ ଲକ୍ଷ ଟଙ୍କା ଜବତ କଲା ଫ୍ଲାଇଂ ସ୍କ୍ୱାଡ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

ବାଇକ୍‌ ଡିକିରୁ ୧୪ ଲକ୍ଷ ଟଙ୍କା ଜବତ କଲା ଫ୍ଲାଇଂ ସ୍କ୍ୱାଡ୍‌

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଗୋପିନାଥପୁର ଛକରୁ ଏକ ବାଇକ୍‌ ଡିକିରୁ ୧୪ଲକ୍ଷ ୬୮ଜହାର ୫୦୦ଟଙ୍କା ଜବତ ହୋଇଛି। ଫ୍ଲାଇଂ ସ୍କ୍ୱାଡ୍‌ ଏହି ଟଙ୍କା ଜବତ କରିଛି।

ଆଜି ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ନେତୃତ୍ୱରେ ଫ୍ଲାଇଂ ସ୍କ୍ୱାଡ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଏହି ସମୟରେ ଏକ ବାଇକ୍‌ ଚାଳକଙ୍କ ଉପରେ ସନ୍ଦେହ ହେବାରୁ ବାଇକ୍‌କୁ ଚେକିଂ କରାଯାଇଥିଲା ଓ  ଡିକିରୁ ଏହି ଟଙ୍କା ଜବତ ହୋଇଥିଲା।

ତେବେ ଏହି ଟଙ୍କା କାହାର ଏବଂ କେଉଁଠାକୁ ନିଆଯାଉଥିଲା ସେନେଇ କୌଣସି ସୂଚନା ମିଳିପାରିନାହିଁ। ଏହି ଘଟଣାରେ ପୁଲିସ୍‌ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।



from Odisha Reporter http://bit.ly/2GqnIka

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages