୨୭ ଏପ୍ରିଲ,ଶନିବାର: ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 26, 2019

୨୭ ଏପ୍ରିଲ,ଶନିବାର: ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

astro

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ:  ବନ୍ଧୁଙ୍କ ସହ ଦେଖା ହୋଇପାରେ।  ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

କର୍କଟ: ମନ ଖୁସି ରହିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ସିଂହ: ଆତ୍ମବିଶ୍ୱାସ ବଢ଼ିବ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯନ୍ତ୍ର ନିଅନ୍ତୁ।

ତୁଳା:  ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ଅଧିକ ହେବ।

ବିଚ୍ଛା: ପରିଶ୍ରମ ଅନୁସାରେ ସଫଳତା ପାଇବେ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ଧନୁ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କୁମ୍ଭ:  ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।



from Odisha Reporter http://bit.ly/2Vz4dPU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages