
ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲାର ୫୫ ନମ୍ବର ଜାତୀୟ ରାଜପଥର ରାଧାକିଶୋରପୁର ନିକଟରେ ବିଜେଡିର ପ୍ରଚାର ଗାଡ଼ି (led van) ରେ ନିଆଁ ଲାଗିଯାଇଛି। ଗାଡ଼ିଟି ସଂପୂର୍ଣ୍ଣ ଜଳି ଯାଇଛି। ଏଥିରେ କାହାର କୌଣସି କ୍ଷତି ହୋଇନାହିଁ। ଘଟଣାସ୍ଥଳରେ ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ କେମିତି ନିଆଁ ଲାଗିଲା,ତାହା ଜଣାପଡ଼ି ନାହିଁ।
from Odisha Reporter https://ift.tt/2I4ubUk
No comments:
Post a Comment