ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 18, 2019

ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ ଅଭିଯୋଗ

ଭଦ୍ରକ(ତପନ ସ୍ୱାଇଁ):ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନାବାଳିକାଙ୍କ ଅବସ୍ଥା ଗୁରୁତର ରହିଛି, ମୁଣ୍ଡ ଓ ମୁହଁରେ ଗଭୀର ଆଘାତ ଲାଗିଛି।

ଗତକାଲି ସନ୍ଧ୍ୟାରେ ନାବାଳିକା ଜଣଙ୍କ ଯାତ୍ରା ଦେଖିବାକୁ ଯାଇଥିଲେ। ଆଜି ସକାଳେ ତାଙ୍କର କ୍ଷତବିକ୍ଷତ ଶରୀର କେନାଲ ନିକଟରୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ପୁଲିସ୍ ସେହି ଗ୍ରାମର ଗଗନ ବେହେରା(୫୪)ଙ୍କୁ ଅଟକ ରଖିଛି ଓ ଘଟଣାର ତଦନ୍ତ କରୁଛି।



from Odisha Reporter http://bit.ly/2DjJANj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages