ଅନୁଭବଙ୍କୁ ହତ୍ୟା ଧମକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 30, 2019

ଅନୁଭବଙ୍କୁ ହତ୍ୟା ଧମକ

anuvaba

କଟକ (ଓଡ଼ିଶା ରିପୋର୍ଟର): ଅଭିନେତା ତଥା ବିଜେଡିର ରାଜ୍ୟସଭା ସାଂସଦ ଅନୁଭବ ମହାନ୍ତିଙ୍କୁ ମିଳିଛି ହତ୍ୟା ଧମକ। ଜଣେ ଅଜଣା ବ୍ୟକ୍ତି ହ୍ୱାଟ୍ସଆପ୍‌ରେ ମେସେଜ୍ କରି ତାଙ୍କୁ ହତ୍ୟା କରିବାକୁ ଧମକ ଦେଇଛି। ଦୁର୍ବୃତ୍ତ ଜଣଙ୍କ ତାଙ୍କୁ ୧୦ ଲକ୍ଷ ଟଙ୍କା ମାଗିଛି ଓ ଟଙ୍କା ନ ଦେଲେ ହତ୍ୟା କରିବ ବୋଲି କହିଛି।

ଏ ନେଇ ଅନୁଭବ ପୁରୀ ଘାଟ ଥାନାରେ ଏତଲା ଦେଇଛନ୍ତି।

ସୂଚନାଯୋଗ୍ୟ, ଚଳିତ ନିର୍ବାଚନରେ ଅନୁଭବ ମହାନ୍ତି ବିଜେଡି ଟିକେଟ୍‌ରେ କେନ୍ଦ୍ରାପଡ଼ା ଲୋକସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ଏପ୍ରିଲ୍ ୨୯ ତାରିଖରେ ତାଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇସାରିଛି।



from Odisha Reporter http://bit.ly/2WdfiU9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages