୮ଟା ୪୫ ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 12, 2019

୮ଟା ୪୫ ଯାଏ ସତର୍କ ରୁହନ୍ତୁ

imd

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ନେଇ ରାଜ୍ୟର ୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

କଳାହାଣ୍ଡି, କୋରାପୁଟ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଆଜି ରାତି ୮ଟା ୪୫ ଯାଏ ସତର୍କ ରହିବାକୁ ଏହିସବୁ ଜିଲ୍ଲାବାସୀଙ୍କୁ କୁହାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ସବୁ ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ। ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି।

 



from Odisha Reporter http://bit.ly/2IumN4Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages