ଦେବକୀଙ୍କୁ ଦଳି ଦେଲା ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 9, 2019

ଦେବକୀଙ୍କୁ ଦଳି ଦେଲା ହାତୀ

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବନାଞ୍ଚଳରେ ହାତୀ ଆମ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଛେଣ୍ଡିପଦା ତାଳବୁରି ସାହିର ଦେବକୀ ପ୍ରଦାନ।

ଆଜି ସକାଳେ ଦେବକୀ କୌଣସି କାମରେ ଘର ପାଖକୁ ଯାଇଥିଲେ। ଏହି ସମୟରେ ସେ ହଠାତ୍ ହାତୀ ହାବୁଡ଼ରେ  ପଡ଼ି ଯାଇଥିଲେ। ହାତୀଟି ଦେବକୀଙ୍କୁ ଟେକି କଚାଡ଼ିବା ଦେବା ସହ ଦଳି ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦେବକୀଙ୍କ ମୃତ୍ୟୁ ପରେ ଘଟଣାସ୍ଥଳରେ ସାମାନ୍ୟ ଉତ୍ତେଜନା ପ୍ରକାଶ ପାଇଥିଲା। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।



from Odisha Reporter http://bit.ly/2UGwy6t

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages