ମହୁଲ ଗୋଟାଇବାକୁ ଯାଇଥିଲେ; ଦଳିଦେଲା ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 5, 2019

ମହୁଲ ଗୋଟାଇବାକୁ ଯାଇଥିଲେ; ଦଳିଦେଲା ହାତୀ

ସୁନ୍ଦରଗଡ଼ (ବିଜୟ ବାରୁଆ): ସୁନ୍ଦରଗଡ଼ ଜିଲ୍ଲା ଗୋପାଳପୁର ଫରେଷ୍ଟ୍‌ ରେଞ୍ଜ୍‌ ଅନ୍ତର୍ଗତ ଝୁପରୁଙ୍ଗା ପାତ୍ରପାଲି ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମୁରଲୀ ସା। ତାଙ୍କ ଘର ଗୋପାଳପୁର ଫରେଷ୍ଟ ରେଞ୍ଜ ଚୁପରଙ୍ଗାପତରାପାଲ୍ଲି ଗାଁରେ।

ମୁରଲି ଆଜି ସକାଳେ ଜଙ୍ଗଲକୁ ମହୁଲ ଗୋଟାଇବାକୁ ଯାଇଥିଲେ। ଏହି ସମୟରେ ସେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ହାତୀ ତାଙ୍କୁ ଦଳି ଦେଇଥିଲା। ବନବିଭାଗ କର୍ମଚାରୀ ଓ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତାଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।



from Odisha Reporter http://bit.ly/2FS1bwp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages