ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଏଏସ୍‌ଆଇ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 4, 2019

ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଏଏସ୍‌ଆଇ

ନୂଆଦିଲ୍ଲୀ: ଦିଲ୍ଲୀ ପୁଲିସ୍‌ରେ କାର୍ଯ୍ୟରତ ଆସିଷ୍ଟାଣ୍ଟ ସବ୍‌ ଇନ୍‌ସପେକ୍ଟର(ଏଏସ୍‌ଆଇ) ଅଜୟ କୁମାର ଆଜି ଜାହାଙ୍ଗିରପୁରୀ ମେଟ୍ରୋ ଷ୍ଟେସନରେ ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ପୁଲିସ୍‌ ଘଟଣାର ତଦନ୍ତ କରୁଥିବା ବେଳେ ଆତ୍ମହତ୍ୟାର କାରଣ ଏଯାଏ ଜଣାପଡ଼ିନାହିଁ। ତେବେ ଦିଲ୍ଲୀ ମେଟ୍ରୋରେ ଏଭଳି ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିବା କିଛି ନୂଆ କଥା ନୁହେଁ।

ଏଭଳି ଟ୍ରେନ୍‌ ଆଗକୁ ଡେଇଁ ଆତ୍ମହତ୍ୟା କରିବାର ଏହା ହେଉଛି ୪ର୍ଥ ଘଟଣା। ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେସନ୍‌ ବାରମ୍ବାର ଏଭଳି ଘଟଣାକୁ ରୋକିବାକୁ ଚେଷ୍ଟା କରୁଥିଲେ ହେଁ ଦିନକୁ ଦିନ ଏହାର ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।



from Odisha Reporter https://ift.tt/2WIN4QP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages