୭ରେ ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 5, 2019

୭ରେ ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତାହାର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନୀ ପ୍ରଚାରକୁ ନେଇ ଉଷ୍ମତା ଜୋରଦାର ହେଉଥିବାବେଳେ ରାଜ୍ୟ ବିଜେପି ଆସନ୍ତା ୭ତାରିଖରେ ଦଳର ନିର୍ବାଚନୀ ଇସ୍ତାହାର ଜାରି କରିବ ବୋଲି ଜଣାପଡ଼ିଛି। ରାଜ୍ୟ ବିଜେପିର ଏହି ନିର୍ବାଚନୀ ଇସ୍ତାହାର ବା ସଂକଳ୍ପ ପତ୍ରକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍ ଶାହ ଭୁବନେଶ୍ୱରସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଜାରି କରିବେ।

ଶ୍ରୀ ଶାହ ୭ତାରିଖରେ ପୋଲସରା ଓ ବରଗଡ଼ଠାରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବାକୁ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଜ୍ୟରେ ନିର୍ବାଚନୀ ଇସ୍ତାହାର ଜାରି କରିବାରେ ବିଜେପି ସବୁଠୁ ଆଗରେ ରହିଥିବା ଚର୍ଚ୍ଚା। କାରଣ ବିଜେଡି କିମ୍ବା କଂଗ୍ରେସ ଏପର୍ଯ୍ୟନ୍ତ ରାଜ୍ୟରେ ନିଜର ନିର୍ବାଚନୀ ଇସ୍ତାହାର ଜାରି କରିବାକୁ ସକ୍ଷମ ହୋଇନାହାନ୍ତି।



from Odisha Reporter http://bit.ly/2UmtTj1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages