ଘସିପୁରାରେ ନିର୍ବାଚନୀ ହିଂସା: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 21, 2019

ଘସିପୁରାରେ ନିର୍ବାଚନୀ ହିଂସା: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ

ଘସିପୁରା,(ଓଡ଼ିଶା ରିପୋର୍ଟର)ଘସିପୁରାରେ ନିର୍ବାଚନୀ ହିଂସା। ବିଜେଡି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଆକ୍ରମଣରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆହତ ହୋଇଥିବା ସୂଚନା ମିଳିଛି। ଏଥିରେ ୧୦ରୁ ଅଧତ୍କ ଗାଡ଼ି ଭାଙ୍ଗିରୁଜି ଯାଇଛି।

ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତମାନଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି।  କଂଗ୍ରେସ ପାଇଁ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ସାନଖେମୁଣ୍ଡିର କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ ଜେନାଙ୍କ ଗାଡ଼ି ଉପରକୁ ମଧ୍ୟ ଆକ୍ରମଣ ହୋଇଛି ବିଜେଡି କର୍ମୀ ଏହି ଆକ୍ରମଣ କରିଥିବା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅଭିଯୋଗ କରିଛନ୍ତି।



from Odisha Reporter http://bit.ly/2veRBib

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages