ଗହିରମଥାରେ ଅଲିଭ୍‌ରିଡଲେ କଇଁଛଙ୍କ ଅଣ୍ଡାରୁ ଛୁଆ ଫୁଟିବା ପ୍ରକ୍ରିୟା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 23, 2019

ଗହିରମଥାରେ ଅଲିଭ୍‌ରିଡଲେ କଇଁଛଙ୍କ ଅଣ୍ଡାରୁ ଛୁଆ ଫୁଟିବା ପ୍ରକ୍ରିୟା ଆରମ୍ଭ

କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର)କେନ୍ଦ୍ରାପଡ଼ା ଗହିରମଥା ଅଭୟାରଣ୍ୟ ଅନ୍ତର୍ଗତ ବେଳାଭୂମି ଅଞ୍ଚଳରେ ଅଲିଭ୍‌ରିଡଲେ କଇଁଛ ଦେଇଥିବା ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଛି। ଗତ ୧୮ ତାରିଖରୁ  ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୪୦ ପ୍ରତିଶତ ଅଣ୍ଡା ପୁଟିଥିବା ରାଜନଗର ବନଖଣ୍ଡ  ଅଧିକାରୀ ସୂଚନା ଦେଇଛନ୍ତି।

କଇଁଛ ଛୁଆଙ୍କ ସୁରକ୍ଷା ଲାଗି ବନବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଏହି କଇଁଛଙ୍କ ଉପରେ ନଜର ରଖିବାକୁ ଅଧିକ ସଂଖ୍ୟାରେ ବନ କର୍ମଚାରୀ ନିୟୋଜିତ ହୋଇଛନ୍ତି।



from Odisha Reporter http://bit.ly/2IDT7mV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages