ନିଖୋଜ ତିନି ଛାତ୍ରଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 16, 2019

ନିଖୋଜ ତିନି ଛାତ୍ରଙ୍କ ମୃତଦେହ ଉଦ୍ଧାର

କୋଣାର୍କ (ସଞ୍ଜୟ ପତି): କୁଶଭଦ୍ରା ନଦୀରେ ବୁଡ଼ିଯାଇଥିବା ତିନି ଜଣ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୁଇ ଜଣଙ୍କ ପରିଚୟ ମିଳିଛି। ସେମାନେ ହେଲେ ନିମାପଡ଼ା ଅଟୋନମସ କଲେଜର ଯୁକ୍ତ ୩ ଛାତ୍ର ଜ୍ୟୋତିରଞ୍ଜନ ସାହୁ ଏବଂ ନିମାପଡ଼ା ଡିଏଭି ସ୍କୁଲର ଦଶମ ଶ୍ରେଣୀ ଛାତ୍ର କମଳ ଲୋଚନ ଜେନା। ଅନ୍ୟଜଣଙ୍କର ପରିଚୟ ମିଳିନାହିଁ। ସ୍ଥାନୀୟ ଲୋକ ଏବଂ ନିମାପଡ଼ା ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ମୃତଦେହ ଉଦ୍ଧାର କରାଯାଇଥିଲା।

ଗତକାଲି ସକାଳେ ଧିରପୁରର ବାଲିଘାଟ ନିକଟରେ ତିନି ଜଣ ଛାତ୍ର ଗାଧୋଉଥିବା ବେଳେ ବୁଡିଯାଇଥିଲେ। ବାଲି ଉଠାଣ ଯୋଗୁ ନଦୀରେ ଗଭୀର ଗଣ୍ଡ ସୃଷ୍ଟି ହୋଇଥିବାରୁ ଏଭଳି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି ।



from Odisha Reporter http://bit.ly/2KMYMsz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages