ନିର୍ବାଚନୀ ଇସ୍ତାହାର ଘୋଷଣା କଲା ରାଜ୍ୟ ସିପିଆଇଏମ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 5, 2019

ନିର୍ବାଚନୀ ଇସ୍ତାହାର ଘୋଷଣା କଲା ରାଜ୍ୟ ସିପିଆଇଏମ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ସିପିଆଇଏମ୍‌ ରାଜ୍ୟ ଓଡ଼ିଶା ସମିତିର ନିର୍ବାଚନୀ ଇସ୍ତାହାର ଘୋଷଣା ହୋଇଛି।

ଇସ୍ତାହାରରେ ଚାଷୀ ସମସ୍ୟା, ବେକାରୀ ସମସ୍ୟାର ସମାଧାନ, ନାରୀ ସୁରକ୍ଷା ଓ ସ୍ମାର୍ଟ ସିଟିକୁ ପୂର୍ଣ୍ଣ ରୂପରେଖ ଦେବା ଆଦି ସାମିଲ କରାଯାଇଛି।

ସିପିଆଇଏମ୍‌ର ରାଜ୍ୟ ସମ୍ପାଦକ ଅଳି କିଶୋର ପଟ୍ଟନାୟକ, ଦଳର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଜନାର୍ଦ୍ଦନ ପତି ଓ ଅନ୍ୟ କର୍ମକର୍ତ୍ତାଙ୍କ ଅଧ୍ୟକ୍ଷତାରେ ଏହି ଇସ୍ତାହାର ପ୍ରସ୍ତୁତ କରାଯାଇଛି।



from Odisha Reporter http://bit.ly/2TZxn5Z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages