୬ ପୋଲିଂ କର୍ମଚାରୀ ନିଲମ୍ବିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 19, 2019

୬ ପୋଲିଂ କର୍ମଚାରୀ ନିଲମ୍ବିତ

ବରଗଡ଼(ଦୀପକ ଶର୍ମା): ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ୬ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ବରଗଡ଼ ଜଲ୍ଲାପାଳ ଏହି ପୋଲିଂ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି।

ନିଲମ୍ବିତଙ୍କ ମଧ୍ୟରେ ୩ ଜଣ ପ୍ରିଜାଇଡିଂ ଅଫିସର ଥିବାବେଳେ ୩ଜଣ ସେକ୍ଟର ଅଫିସର ଅଛନ୍ତି। ସେମାନେ ହେଲେ ୬୮ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଉମାଶଙ୍କର ପାଣିଗ୍ରାହୀ, ୬୮ନଂ ବୁଥର ସେକ୍ଟର ଅଫିସର ମନୋରଞ୍ଜନ ପାଣିଗ୍ରାହୀ,୨୩୫ ବୁଥର ପ୍ରିଜାଇଡିଂ ଅଫିସର ପ୍ରିୟବ୍ରତ ସାହୁ, ୨୩୫ ନମ୍ବର ବୁଥର ସେକ୍ଟର ଅଫିସର ପ୍ରଶାନ୍ତ ସେଠୀ, ୧୧୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସର ରାତମ୍ ସେଠୀ, ଓ ୧୧୬ ନମ୍ବର ବୁଥର ସେକ୍ଟର ଅଫିସର ପ୍ରଦୀପ ପ୍ରଧାନ।



from Odisha Reporter http://bit.ly/2IJ2JvU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages