୨୮ ଏପ୍ରିଲ,ରବିବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 27, 2019

୨୮ ଏପ୍ରିଲ,ରବିବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

astro

ମେଷ: ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରେ ହସଖୁସିର ପରିବେଶ ରହିବ।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ:  ଦିନଟି ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

କର୍କଟ: ବାଦ-ବିବାଦ ଠାରୁ ଦୂରରେ ରୁହନ୍ତୁ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ। ଅପରାହ୍ଣ ପରେ ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ସାଙ୍ଗସାଥୀଙ୍କ ସହ ଆଜି ଦିନଟି କଟିବ।

କନ୍ୟା: ନକାରାତ୍ମକ ଚିନ୍ତାଠାରୁ ଦୂରରେ ରୁହନ୍ତୁ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଧ୍ୟାନ ଦେବେ ନାହିଁ।

ତୁଳା: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ଆୟ ବଢ଼ିବ।

ବିଛା: ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ଯାନବାହନ ଚଲାଇଲା ବେଳେ ସତର୍କତା ଅବଲମ୍ବନ କରନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମନ ବିଚଳିତ ରହିବ।

କୁମ୍ଭ: ଅସୁସ୍ଥ ଅନୁଭବ କରିବେ। କୌଣସି କାର୍ଯ୍ୟରେ ମନ ଲାଗିବ ନାହିଁ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଧନପ୍ରାପ୍ତି ଯୋଗ ରହିଛି। ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ଖର୍ଚ୍ଚ ବଢ଼ିବ।

 



from Odisha Reporter http://bit.ly/2vyT6br

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages